Flag of Indiaसत्यमेव जयते AADTAK
GOOD INDIA ODISHA

ପୁଣି ମା’ ହେବେ ଅନୁଷ୍କା! ଭିଡିଓ ଭାଇରାଲ ପରେ ବଢିଲା…

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣିଥରେ ମା’ ହେବେ ବୋଲି ଗୁଜବ ଉଠିଛି। ଭାରତୀୟ କ୍ରିକେଟର୍‌ ତଥା ତାଙ୍କ ସ୍ବାମୀ ବିରାଟ କୋହଲିଙ୍କ ସହ ମୁମ୍ବାଇରେ ନଜର ଆସିବା ପରେ ଏଭଳି ଚର୍ଚ୍ଚା ଜୋର୍‌ ଧରିଛି। ଦୁହିଁଙ୍କର କିଛି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଅନୁଷ୍କା ତୃତୀୟ ସନ୍ତାନକ

ଧରିତ୍ରୀ Tue, 27 Oct 2026 11:29
Read the original at ଧରିତ୍ରୀ ↗