Flag of Indiaसत्यमेव जयते AADTAK
GOOD INDIA ODISHA

ଶିକ୍ଷକ ନିଯୁକ୍ତି ଦାବିରେ ଗେଟ୍‌ରେ ତାଲା ପକାଇଲେ ଅଭିଭାବକ

ଅମରପାଲି,୬ା୧୧(ପୀତାମ୍ବର ସାହୁ): ସ୍କୁଲରେ ଶିକ୍ଷକ ଅଭାବ ଯୋଗୁ ପାଠପଢ଼ା ବାଧାପ୍ରାପ୍ତ। ବାରମ୍ବାର ଅଭିଯୋଗ ସତ୍ତ୍ୱେ ଶିକ୍ଷକ ନିଯୁକ୍ତି ହେଉ ନ ଥିବାରୁ ଶେଷରେ ସ୍କୁଲ ଫାଟକରେ ତାଲା ପକାଇ ପ୍ରତିବାଦକୁ ଓହ୍ଲାଇଛନ୍ତି ଅଭିଭାବକ ଓ ଗ୍ରାମବାସୀ। ଏଭଳି ଅଭାବନୀୟ ଘଟଣା ସୁବର୍ଣ୍ଣପୁର ଜିଲା ବୀରମ

ଧରିତ୍ରୀ Fri, 06 Nov 2026 06:40
Read the original at ଧରିତ୍ରୀ ↗