CRISIS
INDIA
ODISHA
କୋଟିଆରୁ ଫେରିବା ବାଟରେ ଧସିଲା ପାହାଡ଼: ଫସି ରହିଛନ୍ତି ୩ ଶିଶୁ ବିକାଶ ସୁପ୍ରଭାଇଜର, ଉଦ୍ଧାର କାର୍ଯ୍ୟ ଜାରି
ପଟ୍ଟାଙ୍ଗି, ୨୮।୧୦(ଶରତ କୁମାର ଧଳ): ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ରେ ପାହାଡ଼ ଧସିବା କାରଣରୁ ଏକ ବଡ଼ ବିପଦ ସୃଷ୍ଟି ହୋଇଛି। କୋଟିଆ ପଞ୍ଚାୟତରେ ନିଜର ସରକାରୀ କାର୍ଯ୍ୟ ସାରି ଫେରୁଥିବା ସମୟରେ ହଠାତ୍ ପାହାଡ଼ ଧସିଯିବାରୁ ଶିଶୁ ବିକାଶ ବିଭାଗ (ICDS) ର ୩ ଜଣ ମହିଳ
ଧରିତ୍ରୀ पर मूल खबर पढ़ें ↗