Flag of Indiaसत्यमेव जयते AADTAK
STATE ACTION POLITICS ODISHA

ବନ୍ୟା ପରିଚାଳନାରେ ଅବହେଳା: ଦୁଇ କର୍ମଚାରୀ ନିଲମ୍ବିତ, ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ଓ ପରିଚାଳନା କାର୍ଯ୍ୟରେ ଅବହେଳା ଅଭିଯୋଗରେ ଗଞ୍ଜାମ ଜିଲା ୩ ଜଣ କର୍ମଚାରୀଙ୍କ ବିରୋଧରେ ପ୍ରଶାସନ ପକ୍ଷରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହୋଇଛି। ଏଥିରେ ଜଣେ ମାର୍କେଟିଂ ଇନ୍ସପେକ୍ଟର ଓ ଜଣେ

ଧରିତ୍ରୀ Sun, 01 Nov 2026 10:50
Read the original at ଧରିତ୍ରୀ ↗