GOOD
INDIA
ODISHA
ବିଦ୍ୟୁତ୍ ଖୁଣ୍ଟକୁ ପିଟିଲା ବାଇକ୍, ଜଣେ ମୃତ ଓ ଜଣେ ଗୁରୁତର
ରିଆମାଳ, ୨/୧୧ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ୍ ଅନ୍ତର୍ଗତ କୁଣ୍ଢେଇଗୋଳା ଥାନା ଅଧୀନ ସଂଘାପଶି ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେବାରୁ ଜଣେ ଯୁବକଙ୍କ ଘଟଣାସ୍ଥ
ଧରିତ୍ରୀ पर मूल खबर पढ़ें ↗