Flag of Indiaसत्यमेव जयते AADTAK
GOOD INDIA ODISHA

ଶିଶୁଙ୍କ ହିତରେ କାମକୁ ମିଳିଲା ସମ୍ମାନ! ରାଜ୍ୟସ୍ତରରେ ଚମକିଲେ ଗଞ୍ଜାମ ଡିଏସ୍‌ଡବ୍ଲ୍ୟୁଓ

ଛତ୍ରପୁର,୩।୧୧(ଦିଲ୍ଲୀପି ସାମଲ): ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ ଭୁବନେଶ୍ୱରଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଶିଶୁ ଅଧିକାରର ସୁରକ୍ଷା ଓ ଶିଶୁ କଲ୍ୟାଣ କ୍ଷେତ୍ରରେ କାର୍ଯ୍ୟ ପାଇଁ ଗଞ୍ଜାମର ଜିଲା ସମାଜ ମଙ୍ଗଳ ଅଧିକାରୀ ବିଜୟଲକ୍ଷ୍ମୀ ବେହେରାଙ୍କୁ ସମ୍

ଧରିତ୍ରୀ Tue, 03 Nov 2026 13:07
Read the original at ଧରିତ୍ରୀ ↗