GOOD
INDIA
ODISHA
ଆମେରିକା ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍କା; ଡେମୋକ୍ରାଟ୍ସ ହାତେଇଲେ ବହୁମତ, ବିଶ୍ୱରେ ଚହଳ
ଓ଼୍ବାଶିଂଟନ,୪।୧୧: ଆମେରିକାରେ 2026 ମିଡଟର୍ମ ନିର୍ୱାଚନରେ ଭୋଟ ଗ୍ରହଣ ଶେଷ ହୋଇଛି ଏବଂ ଭାରତୀୟ ସମୟ ଅନୁଯାୟୀ ଆଜି ନଭେମ୍ୱର 4 ସକାଳ ସାଢ଼େ 4ଟାରୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଏଥର ରାଷ୍ଟ୍ରପତି ଟ୍ରମ୍ପଙ୍କ ସମେତ ପ୍ରାୟ 5.76 କୋଟି ଲୋକ ଆର୍ଲି ଭୋଟିଂ (ପୂର୍ୱରୁ ଭୋଟ ଦେବା) ସିଷ୍ଟମ ଜର
Read the original at ଧରିତ୍ରୀ ↗