GOOD
INDIA
ODISHA
ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଜେଲ୍ ଗଲେ ବିଦ୍ୟାଭାରତୀ
ପାରଳାଖେମୁଣ୍ଡି,୨ା୧୧(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଜେଲ୍ ଯାଇଛନ୍ତି। ଆଗୁଆ ଜାମିନ୍ ଆବେଦନ ଖାରଜ ହେବା ପରେ ସେ ଆତ୍ମସମର୍ପଣ କରିଥିଲେ। ପରେ ତାଙ୍କୁ ପାରଳାଖେମୁଣ୍ଡି ସବ୍ଜେଲ୍କୁ ପଠାଯାଇଛି
Read the original at ଧରିତ୍ରୀ ↗