Flag of Indiaसत्यमेव जयते AADTAK
REFORM POLITICS ODISHA

ନଭେମ୍ବର ୧୮ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ: ୩୩ ଦିନ ଧରି ଚାଲିବ…

ଭୁବନେଶ୍ୱର, ୨୮।୧୦: ଆସନ୍ତା ନଭେମ୍ବର ୧୮ ତାରିଖରୁ ଓଡ଼ିଶା ବିଧାନସଭାର ୧୭ତମ ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ସମୁଦାୟ ୪୪ ଦିନର ଏହି ଅଧିବେଶନ ମଧ୍ୟରେ ମୋଟ ୩୩ଟି କାର୍ଯ୍ୟଦିବସ ରହିଛି। ବିଭିନ୍ନ ଜନ

ଧରିତ୍ରୀ Wed, 28 Oct 2026 17:50
ଧରିତ୍ରୀ पर मूल खबर पढ़ें ↗