Flag of Indiaसत्यमेव जयते AADTAK
CRISIS INDIA ODISHA

ପେଟବ୍ୟଥା-ବାନ୍ତି….. ଦୀପାବଳିରେ ଗୁପଚୁପ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ଲକ୍ଷ୍ନୌ,୮।୧୧: ଦୀପାବଳି ପର୍ବର ଖୁସି ଭିତରେ ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଖାଦ୍ୟ ବିଷକ୍ରିୟାର ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଶିଶୁ, ମହିଳା ଓ ବୟସ୍କ ବ୍ୟକ୍ତି ରହିଛନ୍ତି । ଏକାଧିକ ଶିଶୁଙ୍କ ଅ

ଧରିତ୍ରୀ Sun, 08 Nov 2026 13:57
Read the original at ଧରିତ୍ରୀ ↗