GOOD
INDIA
ODISHA
ମାଛ ଧରିବାକୁ ଯାଇଥିଲେ କର୍ଣ୍ଣାଟକ, ସମୁଦ୍ରରେ ଚାଲିଗଲା ଜୀବନ
ବଡ଼ଗାଁ, ୩୧/୧୦ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲାରେ ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ବଡ଼ଗାଁ ବ୍ଲକ୍ ଅନ୍ତର୍ଗତ କାଦୋପଡ଼ା ଗ୍ରାମର ଜଣେ ଯୁବକଙ୍କ କର୍ଣ୍ଣାଟକ ରାଜ୍ୟର କାରବା ଥାନା ଅଞ୍ଚଳରେ ସମୁଦ୍ରରେ ବୁଡ଼ି ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ପବିତ୍ର ନାଏକଙ୍କ
Read the original at ଧରିତ୍ରୀ ↗