RESPONSE
INDIA
ODISHA
ଯୁକ୍ତ୨ ନାମଲେଖା: ତୃତୀୟ ପର୍ଯ୍ୟାୟରେ ୧୦,୧୫୮ ଛାତ୍ରୀଛାତ୍ର ମନୋନୀତ
ଭୁବନେଶ୍ୱର,୫ା୧୧(ସୁଚିସ୍ମିତା ସାହୁ): ଯୁକ୍ତ୨ ନାମଲେଖାର ତୃତୀୟ ପର୍ଯ୍ୟାୟ ଚୟନ ପ୍ରକ୍ରିୟାରେ ୧୦,୧୫୮ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୧୦,୫୦୨ଜଣ ଆବେଦନ କରିଥିଲେ। ଚୟନ ହୋଇଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ କଳା ବିଭାଗରେ ସର୍ବାଧିକ ୬,୦୯୮ ଜଣ ଥିବାବେଳେ ବିଜ୍ଞ
ଧରିତ୍ରୀ पर मूल खबर पढ़ें ↗