Flag of Indiaसत्यमेव जयते AADTAK
STATE ACTION INDIA ODISHA

ଗୋଟିଏ ଦିନରେ ୪୮ ଜୁଆ ଆଡ୍ଡାରେ ଚଢ଼ାଉ: ୨୮୭ ଜୁଆଡ଼ି ଗିରଫ, ୯ ଲକ୍ଷ ଟଙ୍କା ଜବତ

ଛତ୍ରପୁର,୨୫।୧୦(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପାର୍ବଣ ଋତୁରେ ଗଞ୍ଜାମ ଜିଲାରେ ଜୁଆ ଖେଳ ଉପରେ ପୋଲିସର ଚଢ଼ାଉ ଅଭିଯାନ ଜାରି ହୋଇଛି। ଗତ ୫ ଦିନ ମଧ୍ୟରେ ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ୧୫୪ ଜୁଆଆଡ୍ଡା ଉପରେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ୮୮୦ ଜୁଆଡ଼ିଙ୍କୁ ଗିରଫ କ

ଧରିତ୍ରୀ Sun, 25 Oct 2026 14:54 ALLEGED
Read the original at ଧରିତ୍ରୀ ↗