Flag of Indiaसत्यमेव जयते AADTAK
GOOD INDIA ODISHA

ପୋଲିସ ବସ୍ ଧକ୍କାରେ ମହିଳା ଗୁରୁତର

କଟକ,୭।୧୧: କଟକ ସହରରେ ପୋଲିସ ବସ୍ ଧକ୍କାରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଚାଲି ଚାଲି ଯାଉଥିବାବେଳେ ମହିଳାଙ୍କୁ ଏକ ପୋଲିସ ବସ୍ ଧକ୍କା ଦେଇଥିବା ଜଣାପଡ଼ିଛି। ଦୁର୍ଘଟଣାରେ ମହିଳା ଜଣକ ଗୁରୁତର ଆହତ ହେବା ପରେ ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନା (ଏସ୍‌ସିବି)କୁ ସ୍ଥାନାନ

ଧରିତ୍ରୀ Sat, 07 Nov 2026 10:17
ଧରିତ୍ରୀ पर मूल खबर पढ़ें ↗