GOOD
INDIA
ODISHA
ରାହୁଲଙ୍କୁ ଅମିତ ଶାହାଙ୍କ ଚ୍ୟାଲେଞ୍ଜ: ସବୁ ପ୍ରସଙ୍ଗରେ ସଂସଦରେ ଆଲୋଚନା….
ନୂଆଦିଲ୍ଲୀ,୩।୧୧ : ସଂସଦରେ ପ୍ରତ୍ୟେକ ପ୍ରସଙ୍ଗରେ ଆଲୋଚନା କରିବାକୁ ମୋଦି ସରକାର ପ୍ରସ୍ତୁତ। ଏଥିରେ SIR ପ୍ରସଙ୍ଗ ମଧ୍ୟ ସାମିଲ ରହିଛି । ଏଥିପାଇଁ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଆଲୋଚନା ପାଇଁ ଚ୍ୟାଲେଞ୍ଜ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ବୁଧବାର ଛତିଶଗଡ଼
Read the original at ଧରିତ୍ରୀ ↗