GOOD
INDIA
ODISHA
କଲେଜ ଛାତ୍ରୀଙ୍କୁ ଅପହରଣ: ଥାନାରେ ମାମଲା
ହାଟଡ଼ିହୀ,୧l୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ରହୁଥିବା ଜଣେ ୧୭ ବର୍ଷିୟା କଲେଜ ଛାତ୍ରୀଙ୍କୁ ପନ୍ଦାଡୋ ଗ୍ରାମର ହରେକୃଷ୍ଣ ଦେବତାଙ୍କ ପୁଅ ଶିଶିର ଦେବତା(୩୫) ଗତ ଶନିବାର ରାତିରେ ଅପହରଣ କରି ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି। ପରିବାର ଲୋକ ଝିଅକୁ ବିଭିନ୍
Read the original at ଧରିତ୍ରୀ ↗