GOOD
INDIA
ODISHA
ବଡ଼ ଟ୍ରେନ ଦୁର୍ଘଟଣା: ‘କର୍ମଭୂମି ଏକ୍ସପ୍ରେସ’ର ୪ ବଗିରେ ଭୟଙ୍କର ନିଆଁ, ଅନେକ ଯାତ୍ରୀ ଆହତ ହୋଇଥିବା ଆଶଙ୍କା
ଚଣ୍ଡିଗଡ଼,୬।୧୧: ପଞ୍ଜାବରେ ଏକ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ଘଟିଛି। ପଞ୍ଜାବର ରାଜପୁରା ଠାରେ ‘କର୍ମଭୂମି ଏକ୍ସପ୍ରେସ’ରେ ନିଆଁ ଲାଗିଯାଇଥିଲା, ଯାହା ଟ୍ରେନର ଚାରୋଟି ବଗିକୁ ବ୍ୟାପି ଯାଇଥିଲା। ନିଜ ଜୀବନ ବଞ୍ଚାଇବା ପାଇଁ ଯାତ୍ରୀମାନେ ଟ୍ରେନରୁ ଓହ୍ଲାଇବାକୁ ବ୍ୟାକୁଳ ହୋଇପଡ଼ିଥିଲେ। ଖବର ଅ
Read the original at ଧରିତ୍ରୀ ↗