Flag of Indiaसत्यमेव जयते AADTAK
GOOD INDIA ODISHA

ବେସରକାରୀ ଅନୁଦାନପ୍ରାପ୍ତ କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ ପାଇଁ ଖୁସି ଖବର, ସରକାର କଲେ ଏହି ଘୋଷଣା

ରାଜ୍ୟର ବିଭିନ୍ନ ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଦାୟିତ୍ୱରେ ଥିବା ଭାରପ୍ରାପ୍ତ ଅଧ୍ୟକ୍ଷମାନଙ୍କ ପାଇଁ ଖୁସି ଖବର । ସେମାନେ ଏଣିକି ସ୍ଥାନ ଓ ପୋଷ୍ଟିଂ ଅନୁଯାୟୀ ପାଇବେ ମାସିକ ପ୍ରୋତ୍ସାହନ ରାଶି । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଛନ୍ତି

Odisha Reporter Wed, 04 Nov 2026 11:46
Read the original at Odisha Reporter ↗