GOOD
INDIA
ODISHA
ହଠାତ୍ କୋହଲିଙ୍କ ହାତରୁ ଖସିପଡ଼ିଲା ଫିଟନେସ ବ୍ୟାଣ୍ଡ, ଅଟକିଗଲା ମ୍ୟାଚ୍: ଏହାର ଦାମ୍ ଜାଣିଲେ ଉଡିଯିବ ହୋଶ୍
ଅକଲାଣ୍ଡ, ୫।୧୧:ନ୍ୟୁଜିଲାଣ୍ଡ ଗସ୍ତରେ ନିଜ ବ୍ୟାଟିଂର ଯାଦୁ ଦେଖାଇଛନ୍ତି ଭାରତୀୟ କ୍ରିକେଟ୍ର ଷ୍ଟାର ବ୍ୟାଟର ବିରାଟ କୋହଲି। ଅକଲାଣ୍ଡରେ ଖେଳାଯାଇଥିବା ଦିନିକିଆ ସିରିଜ୍ର ପ୍ରଥମ ମ୍ୟାଚ୍ରେ ସେ ଚମତ୍କାର ଅର୍ଦ୍ଧଶତକ ହାସଲ କରିଥିଲେ। ତେବେ ତାଙ୍କ ବ୍ୟାଟିଂ ସମୟରେ ଏଭଳି ଏକ ଘଟଣା ଘଟିଥିଲ
Read the original at ଧରିତ୍ରୀ ↗