GOOD
INDIA
ODISHA
କଳିଙ୍ଗା ଘାଟି ରାସ୍ତା ଖୋଲିଲା: ଯାନବାହନ ଚଳାଚଳ ସ୍ବାଭାବିକ
ଭଞ୍ଜନଗର,୭।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ବାରମ୍ବାର ଭୂସ୍ଖଳନ ଯୋଗୁ ରାସ୍ତା ବନ୍ଦ ରହିଥିବାରୁ ଏହା କେବେ ଖୋଲିବ, ସେନେଇ ଅନିଶ୍ଚିତତା ଲାଗି ରହିଥିଲା। ତେବେ ବନ୍ୟା ପରିସ୍ଥିତିରେ ସୁଧାର ଆସିବା ସହ ପାଗ ସ୍ବାଭାବିକ ହେବା ପରେ ଘାଟି ରାସ୍ତ
ଧରିତ୍ରୀ पर मूल खबर पढ़ें ↗