Flag of Indiaसत्यमेव जयते AADTAK
GOOD INDIA ODISHA

ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗି ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ଇତିହାସ ରଚିଲେ ଇଶାନ କିଷନ

ନୂଆଦିଲ୍ଲୀ,୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ୫ମ ତଥା ଶେଷ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର ଅଭିଷେକ ଶର୍ମା ଏବଂ ସଞ୍ଜୁ ସାମସନ ଶସ୍ତାରେ ଆଉଟ୍ ହେବା ପରେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଇଶାନ କିଷନ ଦଳର ଦାୟିତ୍ୱ ନିଜ କାନ୍ଧକୁ ନେଇଥିଲେ। ପଡ଼ିଆରେ ଚୌକା-ଛକାର ବର୍ଷା କରି ସେ ନିଜ ଟି-୨୦ କ୍ୟାରିୟର

ଧରିତ୍ରୀ Sun, 01 Nov 2026 15:00
Read the original at ଧରିତ୍ରୀ ↗