CRISIS
INDIA
ODISHA
କ୍ରିକେଟ୍ ଜଗତରେ ଶୋକର ଛାୟା, ୧୮ ବର୍ଷରେ ଯୁବ କ୍ରିକେଟରଙ୍କ ପରଲୋକ
ଢ଼ାକା,୨୫।୧୦: ବାଂଲାଦେଶ କ୍ରିକେଟ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଯୁବ କ୍ରିକେଟର ମେହେଦୀ ହାସନ ହୃଦୟଙ୍କର ପରଲୋକ ହୋଇଛି । ସେ ଗତ କିଛିଦିନ ହେବ ଗମ୍ଭୀର ରୋଗରେ ପୀଡିତ ରହିଥିବା ବେଳେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବାଂଲାଦେଶ କ୍ରିକେଟ୍ ବୋର୍ଡ (BCB) ସୋସିଆଲ ମିଡି
Read the original at ଧରିତ୍ରୀ ↗