GOOD
INDIA
ODISHA
ସର୍ଦ୍ଦାର ପଟେଲଙ୍କ ଜୟନ୍ତୀରେ ଗୁଡ଼ାରି ପୋଲିସର ‘ରନ୍ ଫର୍ ୟୁନିଟି’: ଦେଶପ୍ରେମ-ଏକତାର ସଂକଳ୍ପ
ଗୁଡ଼ାରି, ୩୧।୧୦(ପ୍ରମୋଦ କୁମାର ପତି): ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପବିତ୍ର ଜନ୍ମଜୟନ୍ତୀ ତଥା ଜାତୀୟ ଏକତା ଦିବସ ଅବସରରେ ଗୁଡ଼ାରି ପୋଲିସ ପକ୍ଷରୁ ଏକ ‘ରନ୍ ଫର୍ ୟୁନିଟି’ (ଏକତା ପାଇଁ ଦୌଡ଼) କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ ହୋଇଯାଇଛି। ଦେଶର ଏକତା, ଅଖଣ୍ଡତା ଏବଂ ଭାଇଚାରା
ଧରିତ୍ରୀ पर मूल खबर पढ़ें ↗