GOOD
INDIA
ODISHA
‘ବଲାଙ୍ଗୀର ଦିନ୍’ ଉତ୍ସବର ଶୁଭାରମ୍ଭ: ନାଚ-ଗୀତରେ କମ୍ପିଲା ସହର, ରଙ୍ଗାରଙ୍ଗ ଶୋଭାଯାତ୍ରାରେ ଝୁମିଲେ ଲୋକେ

ବଲାଙ୍ଗୀର,୧।୧୧(ସୁନିଲ କୁମାର ମହାନ୍ତି): ଷଷ୍ଠ ‘ବଲାଙ୍ଗୀର ଦିନ୍’ ଉତ୍ସବ ପାଳନ ଆଜି ରବିବାର ଏକ ଭବ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହ ଶୁଭାରମ୍ଭ ହୋଇଯାଇଛି। ବଲାଙ୍ଗୀର ଦିନ୍ ଆୟୋଜକ ସମିତିର ଅଧ୍ୟକ୍ଷ ଗୋପାଲଜୀ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୂର୍ବାହ୍ନ ସାଢ଼େ ୧୧ଟାରେ ସ୍ଥାନ
Read the original at ଧରିତ୍ରୀ ↗