CONTESTED
POLITICS
ODISHA
କଡ଼ା ବିରୋଧ ପରେ ପଛଘୁଞ୍ଚା: ନିଜ ସୀମାରେ ବୁଥ୍ କରି ଓଡ଼ିଶା ଭୋଟରଙ୍କୁ ହାତେଇଲା ଆନ୍ଧ୍ର, ୪୮% ମତଦାନ

ପଟ୍ଟାଙ୍ଗି,୫।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ବିବାଦୀୟ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ପୁଣି ଥରେ ଛକାପଞ୍ଜା ଦେଖାଦେଇଛି। ଜିଲା ପ୍ରଶାସନର ମିଳିତ ସହଯୋଗ ଓ ଓଡ଼ିଶାର ତିନି ପ୍ରମୁଖ ରାଜନୈତିକ ଦଳର କଡ଼ା ବିରୋଧ ଯୋଗୁ ଆନ୍ଧ୍ରପ୍ର
ଧରିତ୍ରୀ पर मूल खबर पढ़ें ↗