Flag of Indiaसत्यमेव जयते AADTAK
GOOD INDIA ODISHA

ଚେନ୍ନାଇରୁ ଘରକୁ ଫେରିବାବେଳେ ରାସ୍ତାରେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଯୁବକଙ୍କ ଜୀବନ

ଦେବଗଡ଼,୨୫ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳ କୁର ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ଦେବଗଡ଼ ଥାନା ନୂଆଁଗାଁ ଗ୍ରାମର ମୁନା ନାଏକ(୪୫) ବୋଲି ଜଣାପଡ଼ିଛ। ମିଳିଥିବା ସୂଚନାନୁଯାୟୀ, ମୁ

ଧରିତ୍ରୀ Mon, 26 Oct 2026 03:00
Read the original at ଧରିତ୍ରୀ ↗