STATE ACTION
INDIA
ODISHA
ଉଦଳାରେ ଇଡିର ବଡ଼ଧରଣର ଚଢ଼ାଉ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ଟ୍ରେଡିଂ କମ୍ପାନୀ ମୁଖ୍ୟଙ୍କ ଘରେ ଯାଞ୍ଚ
ଉଦଳା, ୪।୧୧(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅନ୍ତର୍ଗତ ବିଶୋଳ ଗ୍ରାମରେ ବୁଧବାର ସକାଳୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଏକ ସ୍ୱତନ୍ତ୍ର ଟିମ୍ ବଡ଼ଧରଣର ଚଢ଼ାଉ କରିଛି। କଲିକତାର ଏକ ଟ୍ରେଡିଂ କମ୍ପାନୀର ଓଡ଼ିଶା ମୁଖ୍ୟ ସାଜି କୋଟି କୋଟି ଟଙ୍କା ଠକି ନେଇଥିବା ଅଭିଯ
Read the original at ଧରିତ୍ରୀ ↗