CRISIS
INDIA
ODISHA
ସ୍କୁଲ ବସ୍ରେ ଲାଗିଲା ନିଆଁ, ଜାଣିଶୁଣି କେହି…
ନବରଙ୍ଗପୁର,୨୫ା୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ସ୍କୁଲ ପରିସରରେ ଥିବା ଏକ ଅବ୍ୟବହୃତ ବସ୍ରେ ନିଆଁ ଲାଗି ଜଳିଯାଇଛି। ବସ୍ଟି ହୁତୁହୁତୁ ହୋଇ ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ
Read the original at ଧରିତ୍ରୀ ↗