GOOD
INDIA
ODISHA
ମାଛ ମାରିବାକୁ ଯାଇ ଆଉ ଫେରିଲେନି….
ଅତାବିରା,୭।୧୧(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗା(ଗମ୍ଭାଟିକ୍ରା) ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । ମାଛ ମାରିବାକୁ ଯାଇଥିବାବେଳେ ପୋଖରୀରେ ବୁଡ଼ି ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ, ଉକ୍ତ ଗ୍ରାମର ରମେଶ ମହାକୁର(୫୫) ଏବଂ ରିଙ୍କୁ
Read the original at ଧରିତ୍ରୀ ↗