Flag of Indiaसत्यमेव जयते AADTAK
CRISIS INDIA ODISHA

ବର୍ଷା ପବନରେ ଧାନଫସଲ ନଷ୍ଟ: କ୍ଷତିପୂରଣ ଦାବି କଲା କୃଷକ ସଂଗଠନ

ଅତାବିରା,୩୧ା୧୦(ଯୁଧିଷ୍ଠିର ମହାପାତ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଅଦିନିଆ ବର୍ଷା ଓ ପ୍ରବଳ ପବନ ଯୋଗୁ ବରଗଡ଼ ଜିଲା ଅତାବିରା ଅଞ୍ଚଳର ଚାଷୀଙ୍କ ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଚିନ୍ତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଅତାବିରା ଓଡ଼ିଶା ରାଜ୍ୟ କୃଷକ ସଂଗଠ

ଧରିତ୍ରୀ Sat, 31 Oct 2026 16:40 DEVELOPING
Read the original at ଧରିତ୍ରୀ ↗