CRISIS
INDIA
ODISHA
ମାଲକାନଗିରିରେ ଲଗାଣ ବର୍ଷାର କୋପ: ପୁରୀଗୁଡ଼ା ପାହାଡ଼ରୁ ଖସିଲା ବଡ଼ ବଡ଼ ପଥର, ଭୟଭୀତ ଗ୍ରାମବାସୀ
ମାଲକାନଗିରି,୪।୧୧(ଦୁର୍ଯ୍ୟୋଧନ ପାତ୍ର): ଲଗାଣ ବର୍ଷାର ପ୍ରଭାବରେ ମାଲକାନଗିରି ଜିଲାର ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଭଳି ପ୍ରାକୃତିକ ବିପତ୍ତିର ଆଶଙ୍କା ସୃଷ୍ଟି ହୋଇଛି। ଜିଲାର ମାଥିଲି ବ୍ଲକ ଅନ୍ତର୍ଗତ ନାୟକଗୁଡ଼ା ଗ୍ରାମପଞ୍ଚାୟତ ନିକଟସ୍ଥ ପୁରୀଗୁଡ଼ା ଗ୍ରାମ ସଂଲଗ୍ନ ପାହାଡ଼ରୁ ବଡ଼ ବଡ଼
Read the original at ଧରିତ୍ରୀ ↗