Flag of Indiaसत्यमेव जयते AADTAK
PROBLEM INDIA ODISHA

ଡଲାବାଡ଼ିକୁ ପାନୀୟ ଜଳ ଯୋଗାଣ ଦାବିରେ ଏକାଠି ହେଲେ ଗ୍ରାମବାସୀ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କହିଲେ…

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଡଲାବାଡ଼ି ଗ୍ରାମରେ ସୋଲାର ଚାଳିତ ବୋରିଂ ଓ ପାଣି ଟାଙ୍କି ନିର୍ମାଣ କରି ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଇବା ପାଇଁ ଅଞ୍ଚଳବାସୀ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟକୁ ଚିଠି ଲେଖିଛନ୍ତି।

ଧରିତ୍ରୀ Wed, 04 Nov 2026 10:57 DEVELOPING
ଧରିତ୍ରୀ पर मूल खबर पढ़ें ↗