Flag of Indiaसत्यमेव जयते AADTAK
GOOD INDIA ODISHA

ବୈଭବଙ୍କୁ ୩ ନମ୍ବରରେ ଖେଳାଇବା ନେଇ ଅଶ୍ୱିନଙ୍କ ପ୍ରଶ୍ନ, କହିଲେ ପାଣି ବାହାରେ ମାଛ…

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଥିଲା। ଈଶାନ କିଶନ ଆହତ ହେବା ପରେ ବୈଭବଙ୍କୁ ଦଳରେ ସାମିଲ କରାଯାଇଥିଲା। କିନ୍ତୁ ସେ ମାତ୍ର ୮ଟି ବଲ୍‌ରୁ ୪ ରନ୍‌ କରି ଆଉଟ୍

ଧରିତ୍ରୀ Sun, 25 Oct 2026 14:22
Read the original at ଧରିତ୍ରୀ ↗