GOOD
INDIA
ODISHA
ଧୋନୀ ନା ଗାଙ୍ଗୁଲୀ: ସଚିନ ତେନ୍ଦୁଲକରଙ୍କ ବେଷ୍ଟ ଅଧିନାୟକ କିଏ? ନିଜେ କଲେ ବଡ଼ ଖୁଲାସା!
ନୂଆଦିଲ୍ଲୀ, ୪।୧୧: ସୌରଭ ଗାଙ୍ଗୁଲୀ କି ଏମ.ଏସ. ଧୋନୀ? ସଚିନ ତେନ୍ଦୁଲକରଙ୍କୁ ଯେତେବେଳେ ପଚରାଗଲା ଯେ କେଉଁ ଖେଳାଳିଙ୍କ ଅଧିନାୟକତ୍ୱରେ ଖେଳି ତାଙ୍କୁ ସବୁଠାରୁ ଭଲ ଲାଗିଲା, ସେତେବେଳେ ଏହାକୁ ନେଇ ସଚିନଙ୍କ ଏକ ବୟାନ ଭାଇରାଲ ହେବାରେ ଲାଗିଛି। ପ୍ରକୃତରେ ମଙ୍ଗଳବାର ଦିନ ସେ ସୋସିଆଲ ମିଡିଆ
ଧରିତ୍ରୀ पर मूल खबर पढ़ें ↗