STATE ACTION
INDIA
ODISHA
ନିଶାଦ୍ରବ୍ୟ କାରବାର ମାମଲାରେ ଅଭିଯୁକ୍ତ ଅଟକ, ରହିଛି ପଶ୍ଚିମବଙ୍ଗ ଲିଙ୍କ
ହାଟଡିହୀ/ଛେନାପଦୀ,୮ା୧୧(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):ନିଶାଦ୍ରବ୍ୟ କାରବାର ସମ୍ପର୍କିତ ଏକ ମାମଲାରେ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପଶ୍ଚିମବଙ୍ଗ ହୁଗୁଳି ଜିଲା ଅନ୍ତର୍ଗତ ହରିପାଳ ଥାନା ପୁଲିସ ଟିମ କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ପହଞ୍ଚିଛି। ନନ୍ଦିପଦା ପୁଲିସ ସହାୟତା
ଧରିତ୍ରୀ पर मूल खबर पढ़ें ↗