Flag of Indiaसत्यमेव जयते AADTAK
GOOD INDIA ODISHA

ମହିଳା କର୍ମଚାରୀଙ୍କୁ ଏହି ଗିଫ୍ଟ ଦେଲେ କେଏଲ୍‌ ରାହୁଲ, ଚାରିଆଡୁ ପ୍ରଶଂସା

ନୂଆଦିଲ୍ଲୀ,୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବ୍ୟାଟିଂରେ ଚମତ୍କାର କରିବା ସହ ମଇଦାନ ବାହାରେ ନିଜର ମହାନତା ଦେଖାଇଛନ୍ତି ଭାରତୀୟ ୱିକେଟ୍‌କିପର ବ୍ୟାଟର କେଏଲ୍‌ ରାହୁଲ । ମ୍ୟାଚ୍‌ରେ ଭଲ ପ୍ରଦର୍ଶନ ପାଇଁ ତାଙ୍କୁ ‘ଗେମ୍‌ ଚେଞ୍ଜର ଅଫ୍‌ ଦି ମ୍ୟାଚ୍‌’ ପୁରସ୍କାର ମିଳିଥିଲା।

ଧରିତ୍ରୀ Sun, 08 Nov 2026 14:21
Read the original at ଧରିତ୍ରୀ ↗