GOOD
INDIA
ODISHA
ଆମ୍ବ ବୁରେଇରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୋଲିସ୍
ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ୍ ଶୁକ୍ରବାର ସ୍ଥାନୀୟ ଚୋରଗ୍ରିଣ୍ଡୋଲା ଗାଁ ଶେଷରେ ଆମ୍ବବୁରେଇଠାରେ ଚଢ଼ାଉ କରି ୫୨ କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏହା ସହିତ ଏକ ଅଟୋ (ନଂ-ଓଡି୧୭ଏସ୍ ୫୨୨୭) ସହିତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ
ଧରିତ୍ରୀ पर मूल खबर पढ़ें ↗