CONTESTED
INDIA
ODISHA
ପ୍ରଶାସନର ବିଚିତ୍ର ନୀତି! ଅଟୋ ଚାଳକଙ୍କୁ ହେଲମେଟ ଫାଇନ୍
ଗଞ୍ଜାମ, ୩।୧୧ (ବିଦ୍ୟାଧର ସାହୁ) ପ୍ରଶାସନର ବିଚିତ୍ର ନୀତିକୁ ନେଇ ଏବେ ଚର୍ଚ୍ଚା। ବାଇକ ଚାଳକଙ୍କ ବଦଳରେ ଜଣେ ଅଟୋ ଚାଳକଙ୍କ ମୋବାଇଲକୁ ଆସିଛି ହେଲମେଟ ନ ପିନ୍ଧିବାର ଚାଲାଣ। ଏଥିପାଇଁ ତାଙ୍କୁ ୧ ହଜାର ଟଙ୍କା ଜରିମାନା ଦେବାକୁ ନୋଟିସ ମିଳିଛି। ଏହାକୁ ନେଇ ସମ୍ପୃକ୍ତ ଅଟୋ ଚାଳକ ବିଭିନ୍ନ ସ
Read the original at ଧରିତ୍ରୀ ↗