CRISIS
INDIA
ODISHA
ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….
ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ ୬ ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୧୦ରୁ ଉର୍ଦ୍ଧ୍ବ ଯୁବକ ସଂଘବଦ୍ଧ ଭାବେ ମରଣାନ
Read the original at ଧରିତ୍ରୀ ↗