Flag of Indiaसत्यमेव जयते AADTAK
CRISIS BUSINESS ODISHA

ନିର୍ବାଚନୀ ପ୍ରଭାବ, ମସ୍କଙ୍କ କମ୍ପାନୀର ବଜାର ମୂଲ୍ୟରେ ୧୩୦ ବିଲିୟନ ଡଲାର ହ୍ରାସ

ୱାଶିଂଟନ,୬।୧୧: ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଫଳାଫଳ ବୈଶ୍ୱିକ ପୁଞ୍ଜି ବଜାର ଉପରେ ତ୍ୱରିତ ପରିବର୍ତ୍ତନ ଆଣିଛି। କେବଳ ବାହାର ଦେଶ ନୁହେଁ, ଆମେରିକା ଶେୟାର ଓ ପୁଞ୍ଜି ବଜାର ମଧ୍ୟ ସର୍ବାଧିକ ଭାବେ ପ୍ରଭାବିତ ହୋଇଛି। ଏହି ଫଳାଫଳ ବିଶ୍ୱର ସବୁଠୁ ବିତ୍ତଶାଳୀ ବ୍ୟବସାୟୀ ଏଲନ୍‌ ମସ

ଧରିତ୍ରୀ Fri, 06 Nov 2026 02:56 DEVELOPING
Read the original at ଧରିତ୍ରୀ ↗