GOOD
INDIA
ODISHA
ବସ ଭଡ଼ା ବୃଦ୍ଧି ପରେ ଶିବକୁମାରଙ୍କୁ ଶିଶୁ ଭାବରେ ଚିତ୍ରଣ କଲା ଭାଜପା, ଶେୟାର କଲା AI-ନିର୍ମିତ ଭିଡିଓ, ଦେଖନ୍ତୁ…

ବେଙ୍ଗାଲୁରୁ,୬।୧୧: ସାଧାରଣ ପରିବହନ ଭଡ଼ା ଏବଂ କ୍ଷୀର ଦର ବୃଦ୍ଧିକୁ ନେଇ କର୍ନାଟକ ଭାଜପା କଂଗ୍ରେସ ସରକାରଙ୍କ ଉପରେ ତୀବ୍ର ଆକ୍ରମଣ କରିଛି। ଭାଜପା ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କୁ ନେଇ ଏକ ବ୍ୟଙ୍ଗାତ୍ମକ, AI ଜେନେରେଟେଡ ଭିଡିଓ ଜାରି କରିଛି। ଭାଜପାର ଇନଷ୍ଟାଗ୍ରାମ ପୃଷ୍ଠାରେ ପୋଷ୍ଟ
Read the original at ଧରିତ୍ରୀ ↗