Flag of Indiaसत्यमेव जयते AADTAK
GOOD INDIA ODISHA

ପୋଲିସ ASIଙ୍କ ବାଇକ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ, ନ୍ୟାୟ ପାଇଁ SPଙ୍କ ଦ୍ୱାରସ୍ଥ ହେଲେ ପରିବାର

ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର କ୍ରସର ବିଜୁ ଏକ୍ସପ୍ରେସ ରାସ୍ତାରେ ଗତ ୩୧ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ମୃତ ବ୍ୟକ୍ତିଙ୍କ ନାମ ବିକ୍ରମ କେଶରୀ ସିଂହ(୫୦) ଓ ସେ ଜୁନାଗଡ଼ ବ୍ଲକର ଦେଉଣ୍ଡି

ଧରିତ୍ରୀ Thu, 05 Nov 2026 12:52
Read the original at ଧରିତ୍ରୀ ↗