Flag of Indiaसत्यमेव जयते AADTAK
PROBLEM INDIA ODISHA

ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ଫାଶରେ ପଡ଼ିଲା ଷଣ୍ଢ

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ଅଧୀନ ବିଭିନ୍ନ ସଂରକ୍ଷିତ ଜଙ୍ଗଲ ଇଲାକାରେ ଅବାଧ ବନ୍ୟଜନ୍ତୁ ଶିକାର ଦିନକୁ ଦିନ ବଢ଼ି ଚାଲିଛି। ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ନୂଆଗଡ଼, ତେଲିଆପଲ୍ଲୀ ଜଙ୍ଗଲରେ ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ଫାଶରେ

ଧରିତ୍ରୀ Sun, 01 Nov 2026 10:40 DEVELOPING
ଧରିତ୍ରୀ पर मूल खबर पढ़ें ↗