STATE ACTION
INDIA
ODISHA
ଭଞ୍ଜପୁର ପୋଲିସକୁ ବଡ଼ ସଫଳତା: କାର୍ ସହ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ, ଲକ୍ଷାଧିକ ଟଙ୍କା ଜବତ, ୩ ଗିରଫ
ବାରିପଦା, ୩/୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାର ଭଞ୍ଜପୁର ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଲକ୍ଷ୍ମୀପୋଷିସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ନିକଟ ସୁବର୍ଣ୍ଣରେଖା କେନାଲ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ଏକ କାର୍କୁ ଅଟକାଇ ପୋଲିସ ୩ ଜଣ ଆନ୍ତ
Read the original at ଧରିତ୍ରୀ ↗