CRISIS
INDIA
ODISHA
ଦଶପଲ୍ଲାରେ ଚାଞ୍ଚଲ୍ୟ: ୩ ଦିନ ଧରି ନିଖୋଜ ବିରଞ୍ଚିଙ୍କ ମୃତଦେହ ମାଟି ତଳୁ ଉଦ୍ଧାର, ଘଟଣାସ୍ଥଳରେ…
ନୟାଗଡ଼,୧।୧୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ଟାକରା ପଞ୍ଚାୟତ ଅସନିବେରେଣା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗତ ୩ ଦିନ ଧରି ନିଖୋଜ ଥିବା ବିରଞ୍ଚି ନାଏକ ନାମକ ଜଣେ ବ୍ୟକ୍ତିଙ୍କ ମୃତଦେହ ରବିବାର ମାଟି ତଳୁ ଉଦ୍ଧାର କରାଯାଇଛି। ବିରଞ୍ଚିଙ୍କୁ ନିର୍ମମ ଭାବେ ହତ୍ୟ
ଧରିତ୍ରୀ पर मूल खबर पढ़ें ↗