Flag of Indiaसत्यमेव जयते AADTAK
GOOD INDIA ODISHA

ଜୁଆଆଡ୍ଡା ରେ ପୋଲିସ ଚଢା଼ଉ: ୯ ଜୁଆଡ଼ି ଗିରଫ

ଦିଗପହଣ୍ଡି,୭|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଓଡ଼ାସିଙ୍ଗିି ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ରେ ପୋଲିସ ଟିମ୍ ଅତର୍କିତ ଚଢ଼ାଉ କରି ୯ ଜୁଆଡିଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୩୯ ହଜାର ଟଙ୍କା, ତାସ ଜବତ କରିଛନ୍ତି। ଦିଗପହଣ୍ଡି ଥାନା ଅତିରିକ୍ତ ଆଇଆଇସି କୃଷ୍ଣମ

ଧରିତ୍ରୀ Sat, 07 Nov 2026 15:20
Read the original at ଧରିତ୍ରୀ ↗