CRISIS
INDIA
ODISHA
ଦୀପାବଳିରେ ଗଡ଼ିଲା ମୁଣ୍ଡ, ପେସାଦାର ଅପରାଧୀ ସନ୍ତୋଷଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା
ବ୍ରହ୍ମପୁର,୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ଏବେ ପର୍ବପର୍ବାଣିରେ ଗଡୁଛି ମୁଣ୍ଡ। ଗତବର୍ଷ କୁମାର ପୂର୍ଣ୍ଣିମାରେ ଭାଜପା ନେତା ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ହତ୍ୟା କରାଯାଇଥିଲା। ଚଳିତ ବର୍ଷ ଦୀପାବଳିରେ ବି ନିମଖଣ୍ଡି ଥାନା ଅନ୍ତର୍ଗତ ଯୋଗିଆପଲ୍ଲୀରେ ସନ୍ତୋଷ ପାତ୍ର(୩୫)ଙ୍
ଧରିତ୍ରୀ पर मूल खबर पढ़ें ↗