Flag of Indiaसत्यमेव जयते AADTAK
RESPONSE INDIA ODISHA

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧ ତାରିଖ ରବିବାର ଦିନ ସମସ୍ତ ସରକାରୀ କାର୍ଯ୍ୟାଳୟର କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ଜିଲାପାଳ ଶନିବାର

ଧରିତ୍ରୀ Sat, 31 Oct 2026 17:02
Read the original at ଧରିତ୍ରୀ ↗