CRISIS
INDIA
ODISHA
ମୁଣ୍ଡ କାଟି ଚାଷ ଜମିରେ ଫିଙ୍ଗିଦେଲେ ଦୁର୍ବୃତ୍ତ: କୋକସରାରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାରକୁ ନେଇ ଚାଞ୍ଚଲ୍ୟ
କୋକସରା,୫ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଲଡ଼ୁଗାଁ-ସୁପାଡ଼ ରାସ୍ତା ପାର୍ଶ୍ୱରେ ଥିବା ଏକ ଚାଷ ଜମିରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ବୀଭତ୍ସ ମୃତଦେହ ଠାବ ହୋଇଛି। ବ୍ୟକ୍ତିଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପରେ ପ୍ରମାଣ ନଷ୍ଟ ଏବଂ ପ
ଧରିତ୍ରୀ पर मूल खबर पढ़ें ↗