GOOD
INDIA
ODISHA
ଖତଗଦାରୁ ନବଜାତ ଶିଶୁପୁତ୍ର ଉଦ୍ଧାର, କୋଳକୁ ନେଲେ ନିଃସନ୍ତାନ ଦମ୍ପତ୍ତି: ଆଉ ତା’ପରେ ଘଟିଲା…
ଭେଡେନ,୪।୧୧(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ବ୍ଲକ ସଂକ୍ରିଡ଼ା ପଞ୍ଚାୟତ ଅନ୍ତର୍ଗତ ଝରାପାଲି ଗ୍ରାମର ଶେଷ ମୁଣ୍ଡରେ ଥିବା ଏକ ଖତଗଦାରୁ ମଙ୍ଗଳବାର ଭୋରରେ ନବଜାତ ଶିଶୁପୁତ୍ର ଉଦ୍ଧାର ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ଖତଗଦାରୁ ଶିଶୁପୁତ୍ର କାନ୍ଦୁଥିବାର ସ୍ବର ସ୍
Read the original at ଧରିତ୍ରୀ ↗